ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ

ଫୁଲବାଣୀ ଅଫିସ, ୧୬ା୧-କୋଚିନ୍‌ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଚକାପାଦ ବ୍ଲକ କରୁକାସ୍କା ଗ୍ରାମର ନୀଳଚକ୍ର ଯୁବକ ସଂଘର କଳାକାରମାନେ ସେମାନଙ୍କ କଳା ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। କାର୍ଯ୍ୟକ୍ରମରେ ଭାଗ ନେଇଥିବା ଝାଡ଼ଖଣ୍ଡ ଓ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର କଳାକାରମାନଙ୍କ ମଧ୍ୟରେ ଲୋକନୃତ୍ୟ ଓ କଳା ଉପରେ ପ୍ରତିଯୋଗିତା ହୋଇଥିଲା ା କନ୍ଧମାଳ ଜିଲାର ନୀଳଚକ୍ର ଯୁବକ ସଂଘର କଳାକାରମାନେ ପ୍ରଥମ ସ୍ଥାନ ଅଧିକାର କରି ୧୦ ହଜାର ଟଙ୍କା ଓ ଟ୍ରଫି ପୁରସ୍କାର ବାବଦରେ ପାଇଥିଲେ। ଝାଡ଼ଖଣ୍ଡର ଲୋହରାଗଡ଼ ଦଳ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ସିମାଦେଗୀ ଦଳ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲା। ଦଳର ସଫଳତା ପାଇଁ ଯୁବକ ସଂଘ ସଭାପତି ଅରବିନ୍ଦ କହଁର ଏବଂ ସମ୍ପାଦକ ରାଜେନ୍ଦ୍ର ପ୍ରଧାନ ସାଧୁବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri