ଆଧାର ବିନା ଓଡ଼ିଶା ମନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଓଡ଼ିଶାକୁ ଫେରିବାକୁ ଥିଲେ ରେଜିଷ୍ଟ୍ରେଶନ କରିବା ବାଧ୍ୟତାମୂଳକ। ଏଥିପାଇଁ ୨ଟିର ଆବଶ୍ୟକତା ରହିଛି। ପ୍ରଥମଟି ହେଲା ଆଧାର ନଂ । ଦ୍ୱିତୀୟଟି ହେଲା ମୋବାଇଲ ନଂ। ଏହି ଦୁଇଟି ବାଧ୍ୟତାମୂଳକ । ଯଦି ଜଣଙ୍କ ପାଇଁ ଅନ୍ୟ କେହି ରେଜିଷ୍ଟ୍ରେଶନ କରିଥାନ୍ତି ସେଭଳି ସ୍ଥିତିରେ ମଧ୍ୟ ଅନ୍ୟ ସମ୍ପର୍କୀୟ ବ୍ୟକ୍ତିଙ୍କ ମୋବାଇଲ ନଂ ଦେଇପାରିବେ।

https://covid୧୯.odisha.gov.in/ ପୋର୍ଟାଲ ଖୋଲିବା ପରେ ନିମ୍ନଲିଖିତ ବିଷୟରେ ସୂଚନା ଦେଇ ଫର୍ମ ପୂରଣ କରିବାକୁ ପଡ଼ିବ।

-ବ୍ୟକ୍ତିଗତ ବିବରଣୀ
-ଓଡ଼ିଶାରେ ନିଜ ଘରର ଠିକଣା
-ଯୋଗାଯୋଗ ନିମନ୍ତେ ନିଜ ସମ୍ପର୍କୀୟଙ୍କ ନାମ ଓ ମୋବାଇଲ ନଂ
ଫର୍ମ ପୂରଣ କରି ସାରିବା ପରେ ସବ୍‌ମିଟ୍‌ ବଟନ୍‌ କ୍ଲିକ୍‌ କରିବା ମାତ୍ରେ ପଞ୍ଜିକୃତ ମୋବାଇଲ ନଂରେ ଏକ ଓଟିପି ଆସିବ।
-ଏହି ଓଟିପିକୁ ଓ୍ବେବ୍‌ସାଇଟ୍‌ର ଡିସ୍‌ପ୍ଲେ ବକ୍ସରେ ପୂରଣ କରିବା ପରେ ଆପଣଙ୍କ ମୋବାଇଲ୍‌କୁ ଏକ କନ୍‌ଫର୍‌ମେଶନ ମେସେଜ୍‌ ଆସିବ।
-ମେସେଜ୍‌ ପାଇବା ପରେ ପଞ୍ଜୀକରଣ ସମ୍ପୂର୍ଣ୍ଣ ହୋଇଯାଇଛି ବୋଲି ସ୍ପଷ୍ଟ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri