ଆନନ୍ଦ ବଜାରରେ ପଲିଥିନ୍‌ରେ ପ୍ରସାଦ

ପୁରୁଣା ଭୁବନେଶ୍ୱର,୧୩।୭(ଡି.ଏନ.ଏ.): ଭୁବନେଶ୍ୱରର ବିଭିନ୍ନ ଦୋକାନ ବଜାରରେ ବିଏମ୍‌ସି ପକ୍ଷରୁ ପଲିଥିନ ବ୍ୟବହାର ରେକିବାକୁ ଚଢାଉ ଜାରି ରହିଛି। ବହୁ ପରିମାଣରେ ପ୍ଲାଷ୍ଟିକ ଗ୍ଲାସ, ପଲିଥିନ ମଧ୍ୟ ଜବତ କରିଥିବା ଖବର ରହିଛି। ପ୍ଲାଷ୍ଟିକ ବ୍ୟବହାର ଯୋଗୁ ରାସାୟନିକ ପ୍ରଭାବରେ ବିଭିନ୍ନ ପ୍ରକାର ରୋଗ ହେବା ସହ ନାଳ ନର୍ଦ୍ଦମାରେ ପଲିଥିନ ପଡି ପାଣି ନିଷ୍କାସନରେ ବାଧକ ସାଜୁଛି। ହେଲେ ଅନନ୍ତ ବାସୁଦେବ ମନ୍ଦିରରେ ପିଲିଥିନ ବ୍ୟବହାରରେ ଖୁଲମଖୁଲା ହେଉଛି। ପ୍ରସାଦ ଓ ବ୍ୟଞ୍ଜନକୁ ପଲିଥିନରେ ପୂରାଇ ବିକ୍ରି କରାଯାଉଛି। ପ୍ରସାଦ ବିକ୍ରି କରୁଥିବା ଦୋକାନୀମାନେ ଲାଭଖୋର ମନଭାବେ ନେଇ ଏଭଳି ପଲିଥିନ ବ୍ୟବହାର କରୁଥିବା କୁହାଯାଇଛି। ଠାକୁରଙ୍କ ପ୍ରସାଦ ପଲିଥିନରେ ବିକ୍ରି ଯୋଗୁ ଏହା ମାନ ହାନୀ ଘଟୁଥିବା ବୁଦ୍ଧିଜୀବୀମାନେ ଅଭିଯୋଗ କରିଛନ୍ତି। ଏଥିପ୍ରତି ନା ମନ୍ଦିର ପ୍ରଶାସନର କି ବିଏମ୍‌ସିର କାହାର ନିଘା ନାହିଁ। ଚଢାଉ ନାମକୁମାତ୍ର କରାଯାଉଥିବା ସାଧାରଣରେ ଅଭିଯୋଗ ହେଉଛି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଇ ମନ୍ଦିରରେ ବ୍ୟବହାର ହେଉଥିବା ପିଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବହାର ବନ୍ଦ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri