ଆନ୍ଦୋଳନରୁ ଓହରିଲେ ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀ

ଭଣ୍ଡାରିପୋଖରୀ,୫।୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍‌ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆଙ୍କ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ରାଜସ୍ବ ଅମଲା ଓ କ୍ଷେତ୍ର କର୍ମଚାରୀମାନେ ମଙ୍ଗଳବାରଠାରୁ କଲମଛାଡ଼ ଆନ୍ଦୋଳନ କରିଥିଲେ। ବୁଧବାର ଦ୍ୱିତୀୟ ଦିନରେ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଯୋଗୁ ତହସିଲର କୌଣସି କାମ ହୋଇପାରି ନ ଥିଲା। ଜିଲାପାଳ ଜ୍ଞାନରଞ୍ଜନ ଦାସ ତହସିଲଦାର ମୃତ୍ୟୁଞ୍ଜୟ ଭୂୟଁ।ଙ୍କୁ ଡାକି ଏ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗୋଟିଏ ସପ୍ତାହ ମଧ୍ୟରେ ଗିରଫ କରାଯିବ ବୋଲି ତହସିଲଦାରଙ୍କୁ କହିଥିଲେ। ତହସିଲଦାର ଭୂୟଁ। ଆନ୍ଦୋଳନ ସ୍ଥଳରେ ପହଞ୍ଚି ଆନ୍ଦୋଳନରତ କର୍ମଚାରୀଙ୍କୁ ପୋଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ଏବଂ ସପ୍ତାହକ ମଧ୍ୟରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଥିବା ଜଣାଇଥିଲେ। ତହସିଲକୁ ଆସୁଥିବା ସାଧାରଣ ଲୋକଙ୍କ ଅସୁବିଧାକୁ ହୃଦୟଙ୍ଗମ କରି ଅମଲା ଓ କ୍ଷେତ୍ର କର୍ମଚାରୀମାନେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri