ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା ସିନାପାଲି ଓ ବୋଡେନ ଅଞ୍ଚଳର ୩୦ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶରେ ଏବେ ଫସି ରହିଛନ୍ତି । ସେମାନେ ସେଠାରେ ବହୁ ଅସୁବିଧାରେ ରହୁଛନ୍ତି। ଉଦ୍ଧାର ପାଇଁ ନିବେଦନ କରିଛନ୍ତି । ଆନ୍ଧ୍ରପ୍ରଦେଶର ଗୁଣ୍ଠୁର ଜିଲାର ପଲିସି ଶ୍ୟାମସୁନ୍ଦର ତମ୍ବାଖୁ ପ୍ରାଇଭେଟ ଲିମିଟେଡ ନାମକ କମ୍ପାନୀରେ ଏମାନେ ଶ୍ରମିକ ଭାବେ କାମ କରୁଥିଲେ। ସାରା ଦେଶରେ ଲକ୍‌ ଡାଉନ ହେବା ପରେ କମ୍ପାନୀରେ କାମ ବନ୍ଦ ହୋଇଗଲା । ଯାନବାହାନ ଚଳାଚଳ ମଧ୍ୟ ବନ୍ଦ ରହିଛି । ସେମାନେ ସେଠାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଆମ ପ୍ରତିନିଧିଙ୍କୁ ଫୋନ୍‌ ଯୋଗେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri