Posted inଜାତୀୟ

ଆନ୍ଧ୍ରରେ ଓ୍ବାଇଏସ୍‌ଆରସିପି ସରକାର: ୩୦ରେ ଶପଥ ନେବେ ଜଗନମୋହନ

ଅମରାବତୀ,୨୩ା୫: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନମୋହନ ଆସନ୍ତା ୩୦ ତାରିଖରେ ମନ୍ଦିର ସହର ତିରୁପତିରେ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଦଳର ଜଣେ ନେତା କହିଛନ୍ତି। ଆସନ୍ତା ଶନିବାର ନବନିର୍ବାଚିତ ଓ୍ବାଇଏସ୍‌ଆରସିପି ବିଧାୟକମାନଙ୍କ ବୈଠକ ବସି ଜଗନମୋହନଙ୍କୁ ସେମାନଙ୍କ ନେତା ନିର୍ବାଚିତ କରାଯିବ ବୋଲି ବରିଷ୍ଠ ନେତା ଉମାରେଡ୍ଡୀ ଭେଙ୍କଟେଶ୍ୱରଲୁ ଖବରଦାତାମାନଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri