ଆପାର୍ଟମେଣ୍ଟରେ ନିଆଁ: ୬ ମୃତ, ୧୩ ଆହତ

ଲାସ୍‌ ଭେଗାସ,୨୨।୧୨: ଆମେରିକାର ଲାସ୍‌ ଭେଗାସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ନିଆଁ ଲାଗିଯିବା ଫଳରେ ୬ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଆହତ ହୋଇଥିବା ସୂଚନା ମିଳିଛି। ନିଆଁ ଲିଭାଳି ଦଳ ଆଲପିନ ମୋଟେଲ ଆପାର୍ଟମେଣ୍ଟ ନିକଟରେ ପହଞ୍ଚିଲା ବେଳକୁ ଲୋକେ ଝରକା ବାଟେ ପ୍ରାଣ ବିକଳରେ ବାହାରକୁ ଡେଉଁଥିବା ଦେଖିଥିଲେ। ନିଆଁ ଓ କଳା ଧୂଆଁରେ ଆପାର୍ଟମେଣ୍ଟର ଅଧିକାଂଶ ଭାଗ ଆଚ୍ଛାଦିତ ହେବାଦ୍ୱାରା ଲୋକେ ଉକ୍ତ ୪୨ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରୁ ବାହାରିବାକୁ ଚେଷ୍ଟା କରିଥିଲେ। ଏପର୍ଯ୍ୟନ୍ତ ଲାସ୍‌ ଭେଗାସରେ ଯେତେ ସ୍ଥାନରେ ନିଆଁ ଲାଗିଛି ଏହା ଇତିହାସର ସବୁଠାରୁ ଭୟଙ୍କର ବୋଲି କହିଛନ୍ତି ନିଆଁା ଲିଭାଳି ଦଳ। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri