Posted inଜାତୀୟ

ଆପୋଲୋ ୧୧ ମିଶନ୍‌କୁ ୫୦ବର୍ଷ

ଓ୍ବାଶିଂଟନ୍‌,୧୧ା୭(ଆଇଏଏନ୍‌ଏସ୍‌): ଆମେରିକାର ଆପୋଲୋ ୧୧ ମିଶନ୍‌ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ୫୦ବର୍ଷ ପୂର୍ତ୍ତି ପାଳିତ ହେଉଛି। ସ୍ମାରକୀ ସ୍ବରୂପ ଏହି ମହାକାଶ ଯାନକୁ ଓ୍ବାଶିଂଟନ୍‌ ମନୁମେଣ୍ଟ୍‌ର ପୂର୍ବଭାଗରେ ପ୍ରଦର୍ଶିତ କରାଯିବ। ୩୬୩ ଫୁଟ ବିଶିଷ୍ଟ ଏହି ସଟର୍ନ ଭି ରକେଟ୍‌ ଜୁଲାଇ ୧୬ରୁ ୨୦ ପର୍ଯ୍ୟନ୍ତ ପ୍ରଦର୍ଶିତ ହେବ। ଜୁଲାଇ ୨୦ରେ ‘ଆପୋଲୋ ୫୦: ଗୋ ଫର୍‌ ଦି ମୁନ୍‌’ ଶୀର୍ଷକରେ ୧୭ ମିନିଟ୍‌ର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯିବ। ଏହା ଆପୋଲୋ ୧୧ ଲଞ୍ଚ୍‌ କାର୍ଯ୍ୟକ୍ରମକୁ ସ୍ମରଣ କରାଇବ।
ଆପୋଲୋ ୧୧କୁ ୧୯୬୯ ଜୁଲାଇ ୧୬ରେ କେନେଡି ସ୍ପେସ୍‌ ସେଣ୍ଟରରୁ ଲଞ୍ଚ୍‌ କରାଯାଇଥିଲା। ୩ ମହାକାଶଚାରୀ ନିଲ୍‌ ଆର୍ମଷ୍ଟ୍ରଙ୍ଗ୍‌, ଏଡଓ୍ବିନ୍‌ ଆଲଡ୍ରିନ୍‌ ଏବଂ ମାଇକେଲ କଲିନ୍ସଙ୍କୁ ନେଇ ଯାଇଥିବା ଏହି ମହାକାଶଯାନ ଜୁଲାଇ ୨୦ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିଲା। ଏହି ଉଲ୍ଲେଖନୀୟ ଦିବସକୁ ୫୦ବର୍ଷ ପୂରଣ ହୋଇଥିବାରୁ ଏହାକୁ ବିଶ୍ୱର ଏକ ଐତିହାସିକ ଦିନ ଭାବେ ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri