Posted inଜାତୀୟ

‘ଆପ୍‌’ରେ କଳି: କେଜ୍‌ରିଓ୍ବାଲଙ୍କୁ ହଟାଇବା ଦାବି ଜୋର ଧରିଲା

ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀରୁ ଆମ ଆଦମୀ ପାର୍ଟି(ଆପ୍‌) ଗୋଟିଏ ବି ଆସନ ହାତେଇପାରିନାହିଁ। ଏହାକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଦଳର କିଛି ନେତା ପରାଜୟ ପାଇଁ ସିଧାସଳଖ ଦଳ ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାୟୀ କରିଛନ୍ତି। ରବିବାର ଆପ୍‌ ନେତ୍ରୀ ଅଲକା ଲାମ୍ବା କହିଛନ୍ତି, କେଜିରଓ୍ବାଲ ତୁରନ୍ତ ନିଜ ପଦରୁ ଇସ୍ତଫା ଦିଅନ୍ତୁ। ତାଙ୍କ ସ୍ଥାନରେ ସଞ୍ଜୟ ସିଂଙ୍କୁ ଦଳର ସଂଯୋଜକ ଦାୟିତ୍ୱ ଦିଆଯାଉ ବୋଲି ସେ ଯୁକ୍ତି ବାଢିଛନ୍ତି। କେଜିରଓ୍ବାଲଙ୍କ ଯୋଗୁ ଆଜି ଦଳର ଏପରି ଅବସ୍ଥା। ତାଙ୍କ ଭୁଲ ନିଷ୍ପତ୍ତି କାରଣରୁ ଦଳଠାରୁ ଲୋକ ଦୂରେଇ ଯାଉଛନ୍ତି ବୋଲି ସେ ଅଭିଯୋଗ କରନ୍ତି। ସୂଚନାଯୋଗ୍ୟ, ଅଳକା ଲାମ୍ବା ଦଳ ସହ ମତଭେଦ କାରଣରୁ ଦଳ ଛାଡିବାର ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri