ଆଫଗାନିସ୍ତାନରେ ବିସ୍ଫୋରଣ

କାନ୍ଧାର,୨୮।୯: ଦକ୍ଷିଣ ଆଫଗାନିସ୍ତାନର କାନ୍ଧାର ସହରରେ ଶନିବାର ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶନିବାର ରାଷ୍ଟ୍ରପତି ନିର୍ବାଚନ ଚାଲୁଥିବା ସମୟରେ ସହରର ଏକ ମତଦାନ କେନ୍ଦ୍ରର ବାହାରେ ଏହି ବିସ୍ଫୋରଣ ଘଟିଥିଲା। ସହରର ମତଦାନ କେନ୍ଦ୍ରଗୁଡ଼ିକ କଡ଼ା ସୁରକ୍ଷା ବଳୟରେ ଥିବା ବେଳେ ଏଭଳି ଦୁର୍ଘଟଣା ଘଟିବା ପ୍ରଶାସନର ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ପୂର୍ବରୁ ଲୋକଙ୍କୁ ମତଦାନ ନ କରିବା ପାଇଁ ତାଲିବାନ ପକ୍ଷରୁ ଧମକ ଦିଆଯାଇଥିବାରୁ ଏହି ଘଟଣା ପଛରେ ତାଲିବାନର ହାତ ଥିବା ନେଇ ଅନୁମାନ କରାଯାଉଛି। ମାତ୍ରା ଏହାର ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri