ଆବଦ୍ଧାଞ୍ଚଳରେ କଟକଣା ମାନୁନାହାନ୍ତି: ବାଡବସା ପାଇଁ ହାତାହାତି

ଖଇରା,୧୦।୫(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ଠାରୁ ବାରିଙ୍ଗିଆ ସମେତ ତତ୍‌ ସଂଲଗ୍ନ ମହିଁସାମୁଣ୍ଟା, ଚକାପଦାକୁ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। କିନ୍ତୁ ଏହାକୁ ଲୋକେ ମାନୁ ନାହାନ୍ତି। କେହି ଘରୁ ନ ବାହାରିବାକୁ କଟକଣା ମଧ୍ୟ ଲାଗୁ କରାଯାଇଛି । ହେଲେ ମହିସାମୁଣ୍ଡା ଗ୍ରାମରେ ବାଡ ବସାଇବାକୁ ନେଇ ୩ପରିବାର ମଧ୍ୟରେ ଗୋଷ୍ଠୀଗତ ଭାବେ ମାରପିଟ ଭିଡିଓ ଭାଇରାଲ ହେବା ଘଟଣା ଚର୍ଚ୍ଚାର ପରିସରକୁ ଆସିଛି ା ଗ୍ରାମରେ ଭୟର ବାତାବରଣ ଚାଲିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ହୋଇ ମାରପିଟରେ ସାମିଲ ହେବାରେ ପ୍ରଶାସନର ଏଭଳି କଟକଣା ପ୍ରହସନ ପାଲଟିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ଗ୍ୟାସ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri