ଆମାଜନ, ଫ୍ଲିପ୍‌କାର୍ଟ ବିରୋଧରେ ସିସିଆଇର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪-୧: ଆମାଜନ ଏବଂ ଫ୍ଲିପକାର୍ଟ ବିରୋଧରେ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ତଦନ୍ତ ନିର୍ଦ୍ଦେଶ ଦେଇଛି। ବେଆଇନ ବ୍ୟବସାୟ ପ୍ରଣାଳୀ, ବୃହତ୍‌ ପରିମାଣର ରିହାତି ଏବଂ ସେମାନଙ୍କ ପ୍ଲାଟଫର୍ମରେ ପ୍ରିଫର୍ଡ ସେଲରଙ୍କ ସହ ସହଯୋଗିତା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ଏହି ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏହି କମ୍ପାନୀଗୁଡିକ ବିରୋଧରେ ଦିଲ୍ଲୀର ବ୍ୟାପାର ମହାସଂଘ ଅଭିଯୋଗ କରିଥିଲା। ଏହି ସଂଘରେ ସ୍ମାର୍ଟଫୋନ ଏବଂ ଆସେସୋରିଜ ବ୍ୟବସାୟୀମାନେ ଅଛନ୍ତି। ସୂଚନା ଯୋଗ୍ୟ, ଚଳିତ ସପ୍ତାହରେ ଆମାଜନ ସିଇଓ ଜେଫ୍‌ ବୋଜରସ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କୁ ବିଭିନ୍ନ ସ୍ଥାନରେ ବ୍ୟବସାୟୀମାନେ ବିରୋଧ କରିବେ ବୋଲି ଜଣାପଡିଛି। ଭାରତରେ ବିଭିନ୍ନ ନିୟାମକ ପ୍ରତିବନ୍ଧକର ସମାଧାନ କରିବା ଲାଗି ସେ ଭାରତ ଆସୁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?