ଆମିକସ୍‌ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ

ପୁରୀ ଅଫିସ୍‌.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ସକାଳ ୭ଟା ୧୦ରେ ଉଭୟ ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ଜିଲାପାଳ ବଲବନ୍ତ ସିଂହ, ଡିଆଇଜି ଆଶିଷ ସିଂହ, ଏସ୍‌ପି ଉମାଶଙ୍କର ଦାସ ପ୍ରମୁଖ ମହାପ୍ରଭୁଙ୍କ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ ସେମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ ସେମାନେ ଶ୍ରୀମନ୍ଦିରକୁ ଯାଇ ଭିତରକାଠ ନିକଟରୁ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଢ଼ା ପରିସରରେ ଥିବା ବିଭିନ୍ନ ମନ୍ଦିର ପରିଦର୍ଶନ କରିଛନ୍ତି। ଏଥିସହ ଆନନ୍ଦବଜାର, କୋଇଲି ବୈକୁଣ୍ଠ, ଉପବନ, ସାହାଣୀ ମଣ୍ଡପ, ସ୍ନାନବେଦୀ ସମେତ ଶ୍ରୀମନ୍ଦିରର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ପ୍ରାୟ ଦେଢ଼ଘଣ୍ଟା ମନ୍ଦିର ଭିତରେ ରହିବା ପରେ ଆମିକସ୍‌ କ୍ୟୁରି ଫେରିଛନ୍ତି। ୭୫ମିଟର ଉଚ୍ଛେଦକୁ ନେଇ ସୁପ୍ରିମକୋର୍ଟରେ ହୋଇଥିବା ମାମଲା ରୁଜୁ ପରେ ସେମାନେ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ଲାଗି ପୁରୀ ଆସିଛନ୍ତି। ଗଜପତି ମହାରାଜା, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସମେତ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରି ସୁପ୍ରିମକୋର୍ଟରେ ତାଙ୍କର ରିପୋର୍ଟ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri