Posted inଖେଳ

ଆମେରିକା, ଓମାନକୁ ଦିନିକିଆ ମାନ୍ୟତା

ଓ୍ବିଣ୍ଡ୍‌ହୋକ, ୨୫।୪(ଏଏଫ୍‌ପି)- ଆମେରିକା ଓ ଓମାନକୁ ବୁଧବାର ପ୍ରଥମଥର ଲାଗି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ଟିମ୍‌ର ମାନ୍ୟତା ମିଳିଛି। ନାମ୍ବିଆରେ ଚାଲିଥିବା ବିଶ୍ୱ କ୍ରିକେଟ୍‌ ଲିଗ୍‌ ଡିଭିଜନ-୨ରେ ବୁଧବାର ଆମେରିକା ୮୪ ରନରେ ହଂକଂକୁ ପରାସ୍ତ କରିଥିଲା। ଫଳରେ ଲଗାତର ୩ଟି ବିଜୟ ହାସଲ କରି ଆମେରିକା ଏହି ସଫଳତା ପାଇଛି। ଆଗାମୀ ଅଢ଼େଇ ବର୍ଷ ମଧ୍ୟରେ ଆମେରିକା ୩୬ ଦିନିକିଆ ମ୍ୟାଚ୍‌ ଖେଳିବ। ଆମେରିକା ଏଥିପୂର୍ବରୁ ୨୦୦୪ ଚାମ୍ପିୟନ୍ସ ଟ୍ରଫିରେ ଦିନିକିଆ ମ୍ୟାଚ୍‌ ଖେଳିବାର ଅଭିଜ୍ଞତା ରହିଥିଲା। ସେହିଭଳି ଓମାନ ମଧ୍ୟ ଏହି ପ୍ରତିଯୋଗିତାରେ ଖେଳିଥିବା ୩ଟି ଯାକ ମ୍ୟାଚ୍‌ରେ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri