ଆମେରିକା ଗଟ୍‌ ଟ୍ୟାଲେଣ୍ଟ ଶୋ’ ଜିତିଲେ ମୁମ୍ବାଇର ଭି. ଅନ୍‌ବିଟେବୁଲ୍‌ ଡ୍ୟାନ୍ସ ଗ୍ରୁପ୍‌

ମୁମ୍ବାଇ: ଆମେରିକା ଗଟ୍‌ ଟ୍ୟାଲେଣ୍ଟରେ ଭାଗ ନେଇ ଲୋକପ୍ରିୟତା ହାସଲ କରିଛନ୍ତି ଅନେକ ନୃତ୍ୟଶିଳ୍ପୀ। ହେଲେ ଚଳିତ ଥର ସମସ୍ତଙ୍କୁ ଚକିତ କରି ମୁମ୍ବାଇର ଭି.ଅନ୍‌ବିଟେବୁଲ ଡ୍ୟାନ୍ସ ଗ୍ରୁପ୍‌ ଶୋ’ ବିଜେତା ହୋଇଛନ୍ତି। ଏ ନେଇ ଗ୍ରୁପ୍‌ର ସମସ୍ତ ନୃତ୍ୟଶିଳ୍ପୀଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।

୨୯ଜଣ ଡ୍ୟାନ୍ସରକୁ ନେଇ ସୃଷ୍ଟ ଭି.ଅନ୍‌ବିଟେବୁଲ ଗ୍ରୁପ୍‌। ପୂର୍ବରୁ ଗ୍ରୁପ୍‌ର ସଦସ୍ୟମାନେ ଡ୍ୟାନ୍ସ ପ୍ଲସ ୪ ଏବଂ ଇଣ୍ଡିଆ ବନେଗା ଭଳି ଶୋ’ରେ ଭାଗନେଇଥିଲେ। ୨୦୧୯ରେ ଗ୍ରୁପ୍‌ ଆମେରିକା ଗଟ୍‌ ଟ୍ୟାଲେଣ୍ଟରେ ଭାଗ ନେଇ ଚତୁର୍ଥସ୍ଥାନ ହାସଲ କରିଥିଲା। ହେଲେ ଶୋ’ ଜିତିବା ଲକ୍ଷ୍ୟରେ ପୁଣି ଏହି ଗ୍ରୁପ୍‌ ଚଳିତ ବର୍ଷ ଭାଗ ନେଇଥିଲା। ଶେଷରେ ସେମାନଙ୍କ ସ୍ବପ୍ନ ସାକାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ…

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri