Posted inଜାତୀୟ

ଆମେରିକା ରିପୋର୍ଟକୁ ଭାରତର ଖଣ୍ଡନ: ଦେଶ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୬: ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟକୁ ଭାରତ ଖଣ୍ଡନ କରିଛି। ଏହା ସହିତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଭିଶ୍‌ କୁମାର ଦେଶ ସବୁବେଳେ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ ଦେଇଥାଏ ବୋଲି ସୂଚନା ଦେଇଛନ୍ତି। ଆମେରିକା ଦ୍ୱାରା ପ୍ରକାଶିତ ‘ରିପୋର୍ଟ ଅନ୍‌ ଇଣ୍ଟରନ୍ୟାସନାଲ୍‌ ରିଲିଜିଅସ୍‌ ଫ୍ରିଡମ୍‌-୨୦୧୮’ରେ ଦର୍ଶାଯାଇଛି ଯେ, ଭାରତ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କୁ ସୁରକ୍ଷା ଦେବାରେ ଅସଫଳ ରହିଛି। ଏଠାରେ ଗୋ ସୁରକ୍ଷାକୁ ନେଇ ନାନା ଅତ୍ୟାଚାର ତଥା ହିଂସାକାଣ୍ଡ ଘଟୁଛି। ଏହାର ଉତ୍ତରରେ ରଭିଶ୍‌ କୁମାର କହିଛନ୍ତି ଦେଶରେ ସରକାର ସବ୍‌କା ସାଥ୍‌ ଏବଂ ସବ୍‌କା ବିକାଶ ଆଧାରରେ କାର୍ଯ୍ୟଧାରା ଜାରି ରଖିଛନ୍ତି। ଦେଶର ସାର୍ବଭୌମତ୍ତ୍ୱ ସବୁବେଳେ ଅକ୍ଷୂର୍ଣ୍ଣ ରହିିଛି। ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ସରକାର କାର୍ଯ୍ୟ ପନ୍ଥା ନିର୍ଣ୍ଣୟ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri