ଆବଶ୍ୟକ ସାମଗ୍ରୀ-
ଆମ୍ବରସ- ୩ ରୁ ୪ କପ, ମିଲ୍କ ପାଉଡର- ୩ରୁ ୪ କପ୍, କ୍ଷୀର – ୩ରୁ ୪ କପ୍, କାଜୁ ବାଦାମ- ୧୨ଟି, ଘିଅ- ୩ ଚାମଚ, ଚିନି- ଅଧା କପ୍ରୁ କମ୍, ଗୁଜୁରାତି ଗୁଣ୍ଡ- ଅଳ୍ପ, କେଶର- ଅଳ୍ପ, ସଜାଇବା ପାଇଁ- ପିସ୍ତା।
ପ୍ରସ୍ତୁତି ପ୍ରଣାଳୀ-
ପ୍ରଥମେ କ୍ଷୀରରେ ବାଦାମକୁ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ଏହାପରେ କଡ଼େଇ ଚୁଲିରେ ବସାଇ ସେଥିରେ ଘିଅ ଗରମ କରନ୍ତୁ। ଏବେ ସେଥିରେ କ୍ଷୀର, ଚିନି ଓ ମିଲ୍କ ପାଉଡର ପକାନ୍ତୁ। ଏହି ମିଶ୍ରଣକୁ ବାରମ୍ବାର ଗୋଳାଇ ବହଳିଆ କରନ୍ତୁ। ବହଳିଆ ହୋଇଗଲା ପରେ ଏହାକୁ ତଳକୁ ଓହ୍ଳାଇ ଅନ୍ୟ ଏକ କଡ଼େଇ ବସାନ୍ତୁ। କଡ଼େଇରେ ପୁଣି ଥରେ ଘିଅ ଗରମ କରି ସେଥିରେ ଆମ୍ବରସ, ଗୁଜୁରାତି ଗୁଣ୍ଡ ଓ କେଶର ପକାଇ ଗୋଳାନ୍ତୁ। ଏବେ ଏଥିରେ ଆଗରୁ ରଖିଥିବା କ୍ଷୀର ଓ ମିଲ୍କ ପାଉଡରର ମିଶ୍ରଣକୁ ମିଶାନ୍ତୁ। ଲଗାତର ଏହାକୁ ଗୋଳାନ୍ତୁ ଏବଂ ମିଶ୍ରଣ ଅଧିକ ଗାଢ଼ ହୋଇଗଲେ ତାକୁ ଚୁଲିରୁ ଓହ୍ଲାଇ ଆଣନ୍ତୁ। ଥଣ୍ଡା ହୋଇଯିବା ପରେ ପେଡା ଭଳି ହାତରେ ତିଆରି କରି ଦିଅନ୍ତୁ ଏବଂ ପିସ୍ତା ପକାଇ ସଜାଇ ପରଷି ଦିଅନ୍ତୁ।
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
Archives

