ଆମ୍ବୁଲାନ୍ସରେ ଯାତ୍ରୀ ବୋହି ଫଶିଲେ, ଡ୍ରାଇଭର ଗଣିଲେ ଜରିମାନା

ଭଦ୍ରକ ଅଫିସ, ୨୮ା୩: କରୋନାରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବସ୍‌, ଟ୍ରେନ୍‌, ଅଟୋ ସବୁ ବନ୍ଦ ଥିବାରୁ ଗାଁ ବାହାରେ ରହୁଥିବା ଲୋକେ ଘରକୁ ଫେରିବାକୁ ସୁବିଧା ନ ପାଇ ହଇରାଣ ହେଉଛନ୍ତି। ଏଭଳି ପରିସ୍ଥିତିରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭର ଯାତ୍ରୀଙ୍କୁ ବୋହି ଅଡୁଆରେ ପଡିଛନ୍ତି। ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲାର ୧୬ନମ୍ବର ଜାତୀୟ ରାଜପଥର ଚରମ୍ପା ନିକଟରେ। ବସ୍‌ଷ୍ଟାଣ୍ଡ ନିକଟରେ ଏକ ଆମ୍ବୁଲାନ୍ସରୁ ପ୍ରାୟ ୮ଜଣ ଲୋକ ଓହ୍ଲାଇଥିଲେ। ସେମାନେ କୌଣସି ରୋଗୀ ନ ଥିଲେ। ଖବରପାଇ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆମ୍ବୁଲାନ୍ସକୁ ଆର୍‌ଟିଓ ହସ୍ତାନ୍ତର କରିଥିଲେ। ଭଦ୍ରକ ଆର୍‌ଟିଓ ବିରଞ୍ଚତ୍ ନାରାୟଣ ଅଧିକାରୀ ଉକ୍ତ ଆମ୍ବୁଲାନ୍ସକୁ ୩୧,୫୦୦ ଜରିମାନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri