ଆରଡିରେ ସ୍ବାଧୀନତା ଦିବସ

ଆରଡି,୧୫।୮(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଆରଡି ଅଞ୍ଚଳରେ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଫାଣ୍ଡି ଅଧିକାରୀ ବ୍ରଜ କିଶୋର ଦାସ, ଆର.ଆଇ ଦେବାଶିଷ ରାୟ, ଆଖଣ୍ଡଳମଣି ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପଣ୍ଡା, ବାବାମଣି ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଯୁଧିଷ୍ଠିର ଜେନା, ମଠଡିହ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବନିତା ପୃଷ୍ଟି ପ୍ରମୁଖ ନିଜ ନିଜ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବାପୁଜୀ ହାଇସ୍କୁଲରେ ସରୋଜ ନାୟକ, ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟରେ ବାବାଜୀ ଚରଣ ରାଉତ, ଓଳଗ ୟୁଥକ୍ଲବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କହ୍ନେଇ ଚରଣ ବିଳାସ, ସୁନ୍ଦରପୁର ପଞ୍ଚାୟତରେ ସରପଞ୍ଚ ଅରବିନ୍ଦ ପାଢୀ, ନାନ୍ଦପୁର ପଞ୍ଚାୟତରେ ସରଳା ବିଶ୍ୱାଳ, ଆରଡିରେ ଅରବିନ୍ଦ ପାଢୀ, ପାଳସାହିରେ ଅନସୂୟା ମିଶ୍ର ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ। ଏତତ ବ୍ୟତୀତ ସ୍ଥାନୀୟ ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ, ଯୁବକ ସଂଘ ଓ ବିଭିନ୍ନ ଦଳୀୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri