ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆଙ୍କ ପରଲୋକ ଘଟିଛି। ସୋମବାର ଭୋର ୩ଟା ସମୟରେ ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସ୍ବର୍ଗତ ପୂର୍ଣ୍ଣ ଖୁଣ୍ଟିଆ ଶତାଧିକ ଓଡ଼ିଆ ସିନେମା ଏବଂ ଆଲବମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଭିକାରି ବଳ, ତୃପ୍ତି ଦାଶ, ସୁବାଶିଷ ମହାକୁଡ, କୁମାର ବାପି, ଶୈଳଭାମା, ଇରା ମାହାନ୍ତି, ତପୁ ମିଶ୍ର, ଉଦିତ ନାରାୟଣ, ସାନ, ବାବୁଲ ସୁପ୍ରିୟୋ, କୁମାର ସାନୁ,ସୋନୁ ନିଗମ, ମହମ୍ମଦ ଅଜିଜଙ୍କ ଭଳି ଅନେକ ବଡ ବଡ କଣ୍ଠ ଶିଳ୍ପୀ ଗୀତ ଗାଇଛନ୍ତି। ପୂର୍ଣ୍ଣ ଖୁଣ୍ଟିଆଙ୍କ ଅବର୍ତ୍ତମାନରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri