ଆରମ୍ଭ ହେଲା ଧରପଗଡ଼: ରାୟଗଡ଼ାରେ କାଠ ବୋଝେଇ ଟ୍ରକ୍‌କୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା

ରାୟଗଡ଼ା ଅଫିସ,୩।୧: ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ଏ ନେଇ ଗାଡ଼ିର ଆବଶ୍ୟକ କାଗଜପତ୍ର ଠିକ୍‌ କରିବା ଲାଗି ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି କ୍ରମରେ ରବିବାର ରାୟଗଡ଼ା ସହରରେ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ଯାଞ୍ଚ କାରାଯାଉଥିବା ବେଳେ ଏକ ଟ୍ରକ୍‌ଠାରୁ ୧ଲକ୍ଷ ୧୦ ହଜାର ୮ ଶହ ଟଙ୍କା ଜରିମାନା କରାଯାଇଛି। କାଠ ବୋଝେଇ ଟ୍ରକ୍‌ (ଏପି୩୧୨ଡବ୍ଲ୍ୟୁ୩୨୪୯) ଆନ୍ଧ୍ରରୁ ଓଡ଼ିଶା ଆସୁଥିବା ବେଳେ ପେଟ୍ରୋଲ ପମ୍ପ ନିକଟରେ ଯାଞ୍ଚ କରାଯାଇଥିଲା। ଗାଡିର ପରମିଟ୍‌ ରୋଡ୍‌ ଟ୍ୟାକ୍ସ ଦେଇ ନ ଥିବା ନେଇ ଏହି ଜରିମାନା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri