ଆରମ୍ଭ ହେଲା ଭୁବନେଶ୍ୱର-ସୁରଟ ବିମାନ ଟିକେଟ ବୁକିଂ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟ ବିମାନ ଯାତ୍ରା ପାଇଁ ଏୟାର ଇଣ୍ଡିଆ ଟିକେଟ ବୁକିଂ ଆରମ୍ଭ କରିଛି। ଜାନୁୟାରୀ ୨୦ରୁ ଏହି ବିମାନ ସେବା ଆରମ୍ଭ ହେବାକୁ ଥିବା ବେଳେ ସପ୍ତାହକୁ ଦୁଇଥର ଅର୍ଥାତ୍‌ ସୋମବାର ଓ ଗୁରୁବାର ସୁରଟ ଯିବାକୁ ଧାର୍ଯ୍ୟ କରାଯାଇଛି। ଭୁବନେଶ୍ୱରରୁ ସୁରଟ ଯିବା ସମୟରେ ଯାତ୍ରୀ ଭଡ଼ା ୨୦ ତାରିଖ ପାଇଁ ୪ହଜାର ୫୦୩ଟଙ୍କା ଥିବା ବେଳେ ସୁରଟରୁ ଫେରିବା ସମୟରେ ୪ହଜାର ୨୧୩ ଟଙ୍କା ରହିଛି। ଏହି ବିମାନ ଭୁବନେଶ୍ୱରରୁ ସୋମବାର ସକାଳ ୮ଟା ୪୦ରେ ଉଡ଼ାଣ କରି ସୁରତରେ ୧୦ଟା ୪୦ରେ ପହଞ୍ଚତ୍ବ। ସେହିପରି ସୁରଟରୁ ଶୁକ୍ରବାର ଓ ରବିବାର ସକାଳ ୮ଟା ୩୦ରେ ବାହାରି ଭୁବନେଶ୍ୱରରେ ସକାଳ ୧୦ଟା ୩୦ରେ ପହଞ୍ଚତ୍ବ। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ବେଙ୍ଗାଲୁରୁ ବିମାନ ସେବା ପାଇଁ ମଧ୍ୟ ଟିକେଟ ବୁକିଂ ଆରମ୍ଭ ହୋଇଛି। ସୋମବାର ଓ ଗୁରୁବାର ଏୟାର ଇଣ୍ଡିଆ ବିମାନ ବେଙ୍ଗାଲୁରୁରୁ ସକାଳ ୬ଟା ୧୦ରେ ଉଡ଼ାଣ କରି ଭୁବନେଶ୍ୱରରେ ସକାଳ ୮.୧୦ରେ ପହଞ୍ଚତ୍ବ। ଶୁକ୍ରବାର ଓ ରବିବାର ଭୁବନେଶ୍ୱରରୁ ପୂର୍ବାହ୍ନ ୧୧ଟା ରେ ବାହାରି ବେଙ୍ଗାଲୁରୁରେ ଅପରାହ୍ନ ୧ଟା ୦୫ରେ ପହଞ୍ଚତ୍ବ। ଭୁବନେଶ୍ୱରରୁ ଯାତ୍ରୀ ଭଡ଼ା ୪ହଜାର ୫୦୩ଟଙ୍କା ହୋଇଥିବା ବେଳେ ୪ହଜାର ୧୯୬ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri