ମେଗା କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ୍‌ମିଟ୍‌-୨୦୧୯’ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ମିଟ୍‌ ୨୦୧୯’ ଭୁବନେଶ୍ୱରର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଛି। ଓଡ଼ିଶାର ପ୍ରମୁଖ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରତିଯୋଗିତା ପାଇଁ ଏଠାରେ ଆସି ପହଞ୍ଚିଛନ୍ତି।

ସକାଳ ୮ଟାରୁ ରେଜିଷ୍ଟ୍ରେଶନ ହେବା ପରେ ପ୍ରତିଯୋଗୀମାନେ ଇଭେଣ୍ଟ ପୂର୍ବରୁ ନିଜ ମେଣ୍ଟରମାନଙ୍କ ସହ ପ୍ରସ୍ତୁତି ଚଳାଇଛନ୍ତି। ଏହି ଇଭେଣ୍ଟର ହୋଷ୍ଟ ଅଛନ୍ତି ଭାରତର ପ୍ରସିଦ୍ଧ କୁଇଜ୍‌ମାଷ୍ଟର ଅଜୟ ପୁନିଆ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri