ଆରମ୍ଭ ହେଲା ‘ମୋ ସରକାର’ ଯୋଜନା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଥାନା ଓ ଡାକ୍ତରଖାନାରେ ମିଳୁଥିବା ସେବାକୁ ନେଇ ସର୍ବଦା ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ରହୁଛି। ଅନେକ ସମୟରେ ଡାକ୍ତରଖାନା ଓ ଥାନାର କର୍ମଚାରୀମାନେ ଜନସାଧାରଣଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇ ଆସୁଛି। ଏହି ଦୁଇଟି ବ୍ୟବସ୍ଥାକୁ ସଜାଡିବାକୁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଣିକି ଥାନାରେ କିମ୍ବା ଡାକ୍ତରଖାନାରେ ଲୋକମାନେ କିଭଳି ସୁବିଧା ପାଉଛନ୍ତି ସେ ନେଇ ମତାମତ ଲୋଡାଯିବ। ସଚିବଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସିଧାସଳଖ ଲୋକମାନଙ୍କୁ ଯୋଗାଇ ଦିଆଯାଉଥିବା ସେବା ବିଷୟରେ ପଚାରି ବୁଝିବେ। ବୁଧବାର ଅପରାହ୍ନରେ କ୍ୟାପିଟାଲ ହସ୍ପିଟାଲ ଏବଂ ଶହୀଦନଗର ଥାନାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ ଆରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ୯ ଜଣଙ୍କ ସହ ଆଲୋଚନା କରିଛନ୍ତି। ସେ କହିଥିଲେ ଯେ ସ୍ବାସ୍ଥ୍ୟ ସେବା ବିଷୟରେ ମୁଁ ଆଜି ରୋଗୀ ଓ ଲୋକମାନଙ୍କ ସହ କଥା ହେଲି । ଆଲୋଚନା ସନ୍ତୋଷଜନକ ଥିଲା।
ରାଜ୍ୟର ୨୧ ଜିଲାର ମୁଖ୍ୟ ଚିକିତ୍ସାଳୟ ଏବଂ ୩ଟି ମେଡିକାଲ କଲେଜ ଓ ହସ୍ପିଟାଲରେ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଡାକ୍ତରଖାନାକୁ ଆସୁଥିବା ରୋଗୀମାନଙ୍କର ମୋବାଇଲ ନମ୍ବର ମୋ ସରକାର ପୋର୍ଟାଲରେ ପଞ୍ଜୀକୃତ କରାଯିବ। ପ୍ରତ୍ୟେକ ଦିନ ୧୦ ଜଣ ରୋଗୀ ଓ ସେମାନଙ୍କର ସମ୍ପର୍କୀୟଙ୍କ ସହ ଡାକ୍ତରଖାନା ଓ ଥାନାରେ ମିଳୁଥିବା ସେବା ସମ୍ପର୍କରେ ସିଧା ସଳଖ ଆଲୋଚନା ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri