ଆର୍ଥତ୍କ ଜନଗଣନା ନେଇ ଦିନିକିଆ କର୍ମଶାଳା

ନୂଆପଡା ଅଫିସ,୨୭ା୮
ସ୍ଥାନୀୟ ଜିଲାପାଳଙ୍କ ସଭାଗୃହରେ ୭ମ ଆର୍ଥତ୍କ ଜନଗଣନା ସମ୍ପର୍କୀତ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ସୀତାରାମ ପଟେଲ ସଭାପତିତ୍ୱ କରିଥିବାବେଳେ ଜିଲା ଯୋଜନା ଅଧିକାରୀ ସୋମନାଥ କାଣ୍ଡେମ, ଗୋବିନ୍ଦ ଚନ୍ଦ୍ର ରଥ, ସୁଶୀଲ କୁମାର ପାତ୍ର, ସନତ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ଆଗକୁ ହେବାକୁ ଥିବା ଜନଗଣନା କାର୍ଯ୍ୟକ୍ରମ କିପରି ସୁରୁଖୁରୁରେ କରାଯିବ ସେ ଉପରେ ତାଲିମ ପ୍ରଦାନ କରାଯାଇଥିଲା। ଏଥିରେ ଜିଲାର ବିଭିନ୍ନ କୋଣରୁ ମୋଟ ୧୦୦ଜଣ ଏନୁମେରେଟର ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri