ଆର୍ଥିକ ମାନ୍ଦାବସ୍ଥାର ପ୍ରତିବାଦ: ୨୦ରୁ ୨୩ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ):ଦେଶର ଅର୍ଥନୀତି ନିମ୍ନଗାମୀ ହୋଇଛି। ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାରଙ୍କ ଜନବିରୋଧୀ ଆର୍ଥିକ ନୀତି ଏଥିପାଇଁ ଦାୟୀ ବୋଲି କଂଗ୍ରେସ କହିଛି। ଏହି କ୍ରମରେ ଦଳ ପକ୍ଷରୁ ସାରା ଦେଶରେ ଜନ ଆନ୍ଦୋଳନ ଡାକରା ଦିଆଯାଇଛି। ଆସନ୍ତା ୨୦ରୁ ୨୩ ପର୍ଯ୍ୟନ୍ତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟରେ ଆନ୍ଦୋଳନ କରାଯିବ। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଶନିବାର ନୂଆଦିଲ୍ଲୀଠାରେ ଏହି ସୂଚନା ଦେଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଆୟୋଜିତ ଏକ ସମୀକ୍ଷା ବୈଠକରେ ଯୋଗଦେବା ପରେ ଗଣମାଧ୍ୟମକୁ ନିରଞ୍ଜନ ଏହି ସୂଚନା ଦେଇଥିଲେ। କଂଗ୍ରେସ ପକ୍ଷରୁ ଚଳିତ ମାସ ୨୦,୨୧ ଏବଂ ୨୨ରେ ବିଭିନ୍ନ ଜିଲା, ସଦର ମହକୁମା ଆଦି ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସେହିପରି ୨୩ରେ ରାଜ୍ୟସ୍ତରୀୟ ବିକ୍ଷୋଭ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri