Posted inଜାତୀୟ

ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ: ଋଣଭାର ଯୋଗୁ ଆତ୍ମହତ୍ୟା କଲେ ବିଲ୍ଡର

ଅହମ୍ମଦାବାଦ୍‌,୧୦।୯: ଦେଶରେ ସୃଷ୍ଟି ହୋଇଥିବା ମାନ୍ଦାବସ୍ଥା ଯୋଗୁ ବିଭିନ୍ନ କ୍ଷେତ୍ରରେ କାରବାର ହ୍ରାସ ପାଇବାରେ ଲାଗିଛି। ସୁରଟର ଜଣେ ବିଲ୍ଡରଙ୍କ କାରବାର ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ବନ୍ଦ ହୋଇଯାଇଥିଲା। ସେ ନିଜ ପ୍ରୋଜେକ୍ଟ ଲାଗି ବିଭିନ୍ନ ଆର୍ଥିକ ସଂସ୍ଥାଠାରୁ ନେଇ ଥିବା ଋଣ ସୁଝିବାକୁ ଅକ୍ଷମ ଥିଲେ। ଫଳରେ ମାନସିକ ସନ୍ତୁଳନ ହରାଇ ସେ ଫାଶିଦେଇ ଆତ୍ମହତ୍ୟା କରିଛନ୍ତି। ହରିଶ୍‌ ଭାଇ ଶାମଜୀ ଭାଇ ରଓ୍ବାଣୀଙ୍କ ଉପରେ ଋଣ ଭାର ବଢ଼ିଚାଲିଥିଲା। ଏଥିରେ ବ୍ୟତିବ୍ୟସ୍ତ ହୋଇ ସେ ଜୀବନ ହାରି ଥିବା ପରିବାର ସଦସ୍ୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?