ଭୁବନେଶ୍ୱର,୨୯।୭: ଏଲ୍ ଆଣ୍ଡ ଟି ଫାଇନାନ୍ସର ରୁରାଲ ବିଜ୍ନେସ ଫାଇନାନ୍ସ (ଆର୍ବିଏଫ୍) ଶାଖା ପକ୍ଷରୁ ଗତ ଆର୍ଥିକ ବର୍ଷର ବ୍ୟବସାୟିକ ପ୍ରଦର୍ଶନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଆର୍ବିଏଫ୍ କାରବାରରେ ଅଭିବୃଦ୍ଧି ହେବା ସହ ଶିଳ୍ପରେ ଘଟିଥିବା ଅଭିବୃଦ୍ଧି ହାରକୁ ମଧ୍ୟ ଟପିଯାଇଛି। ଏପରିକି ଏହାର ଆସେଟ ଅଣ୍ଡର ମ୍ୟାନେଜମେଣ୍ଟ (ଏୟୁଏମ)ରେ ଅଭିବୃଦ୍ଧି ୪୧% ଏବଂ ଋଣ ଯୋଗାଣ କ୍ଷେତ୍ରରେ ଅଭିବୃଦ୍ଧି ୭୦% ହୋଇଛି। ଏ ସମ୍ପର୍କରେ ଏଲ୍ ଆଣ୍ଡ ଟି ଫାଇନାନ୍ସର ଚିଫ୍ ଏକଜିକ୍ୟୁଟିଭ (ରୁରାଲ ବିଜ୍ନେସ ଫାଇନାନ୍ସ, କଷ୍ଟମର ସର୍ଭିସେସ୍ ଆଣ୍ଡ ଅପରେଶନ୍ସ) ସୋନିଆ କ୍ରିଷ୍ଣନ କୁଟ୍ଟି କହିଛନ୍ତି,୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ରୁରାଲ ବିଜ୍ନେସ୍ ଫାଇନାନ୍ସ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ନିରନ୍ତର ଅଭିବୃଦ୍ଧି ଏବଂ ଲାଭ ଉପାର୍ଜନ ମୂଳଦୁଆ ଉପରେ ନିର୍ମିତ ଏକ ଶୀର୍ଷ ଶ୍ରେଣୀ ରିଟେଲ ଫାଇନାନ୍ସ କମ୍ପାନୀ ଭାବେ ପ୍ରତିଷ୍ଠିତ ହେବାକୁ ଆମର ‘ଲକ୍ଷ୍ୟ ୨୦୨୬’ ମୁତାବକ ହୋଇଛି, ଯାହାର ସର୍ବାଧୁନିକ ପ୍ରଯୁକ୍ତି ଏବଂ ଇଏସ୍ଜି ପ୍ରୟାସ ସମୂହ ଉପରେ ପ୍ରାଧାନ୍ୟ ଜରିଆରେ ଦମ୍ଦାର ଆପଦ ପରିଚାଳନା ସାମର୍ଥ୍ୟ ରହିଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷ ନିମନ୍ତେ ରୁରାଲ ବିଜ୍ନେସ୍ ଫାଇନାନ୍ସ ସମ୍ପ୍ରତି ରହିଥିବା ବ୍ୟବସାୟିକ ପ୍ରକ୍ରିୟାଗୁଡିକୁ ମାର୍ଜିତ କରିବା, ନୂତନ ଉପତ୍ାଦ ପ୍ରଚଳନ ଏବଂ ପରିବର୍ଦ୍ଧିତ ଗ୍ରାହକ ଅନୁଭୂତି ତଥା ନିୟୋଜନତା ଜରିଆରେ ନିଜର ଅଭିବୃଦ୍ଧି ଧାରା ବଜାୟ ରଖିବାକୁ ଲକ୍ଷ୍ୟ ରଖିଛି।
କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ
ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…
ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…
ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…
ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…
ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…
ଦୁବାଇରେ ହଠାତ ବାଜିଲା ସାଇରନ୍! ମିସାଇଲ୍ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ
ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…
ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ
ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…
ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO
ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…
ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ ଶିଶୁପୁତ୍ର ଉଦ୍ଧାର
ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ ଶୁକ୍ରବାର ସନ୍ଧ୍ୟାରେ ଏକ…
ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ
ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…
Archives

