ଆର୍‌. ପି. ଶର୍ମା ଲୋକାୟୁକ୍ତ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ହେବେ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲୋକାୟୁକ୍ତ ସଦସ୍ୟ ପାଇଁ ଚୟନ କମିଟି ପକ୍ଷରୁ ଶର୍ମାଙ୍କ ନାମ ସୁପାରିଶ କରାଯାଇଥିଲା। ତେବେ ଚୟନ କମିଟିର ସୁପାରିଶକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗ୍ରହଣ କରିଥିବା ଜଣାପଡ଼ିଛି। ଶର୍ମା ଲୋକାଯୁକ୍ତ ସଦସ୍ୟ ହେଉଥିବାରୁ ରାଜ୍ୟର ପୋଲିସ ଡିଜି ବଦଳିବେ। ଖୁବ୍‌ ଶୀଘ୍ର ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି କରାଯିବା ସ୍ପଷ୍ଟ ହୋଇଛି। ତେବେ ମଙ୍ଗଳବାର ଶର୍ମା ଡିଜିପି ପଦରୁ ଇସ୍ତଫା ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri