Posted inଜାତୀୟ

ଆର୍‌ଏସ୍‌ଏସ୍‌ ଖୋଲିବ ସୈନିକ ସ୍କୁଲ

ନୂଆଦିଲ୍ଲୀ,୨୯।୭: ଆର୍‌ଏସ୍‌ଏସ୍‌ ପକ୍ଷରୁ ଉତ୍ତରପ୍ରଦେଶରେ ସୈନିକ ସ୍କୁଲ ଖୋଲାଯିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଠାରେ ଶିକ୍ଷାର୍ଥୀଙ୍କୁ ସେନା ଅଧିକାରୀ ହେବା ପାଇଁ ତାଲିମ୍‌ ଦିଆଯିବ। ଏହି ସ୍କୁଲର ନାମ ରଜ୍ଜୁ ଭୈୟା ସୈନିକ ବିଦ୍ୟାମନ୍ଦିର ରଖାଯିବ। ଏଠାରେ ପ୍ରଥମଠାରୁ ଦ୍ୱାଦଶ ପର୍ଯ୍ୟନ୍ତ ଶ୍ରେଣୀ ରହିବ। ପାଠପଢ଼ା ସହିତ ସେନା ତାଲିମ୍‌ ମଧ୍ୟ ଏଠାରେ ପ୍ରଦାନ କରାଯିବ। ସ୍କୁଲରେ ୨୦୨୦ଠାରୁ ଶିକ୍ଷାଦାନ ଆରମ୍ଭ କରାଯିବ ବୋଲି କୁହାଯାଉଛି। ଏହା ସଫଳ ହେଲେ ଦେଶର ଅନ୍ୟ ସ୍ଥାନରେ ମଧ୍ୟ ଏଭଳି ସ୍କୁଲ ସ୍ଥାପନା କରାଯିବାର ଯୋଜନା ରହିଛି। ପ୍ରଥମେ ବ୍ୟାଚ୍‌ରେ ସ୍କୁଲର ୧୬୦ ସିଟ୍‌ ପାଇଁ ଶିକ୍ଷାର୍ଥୀ ଆବେଦନ କରିପାରିବେ। ସେଥି ମଧ୍ୟରୁ ୫୬ଟି ସିଟ୍‌ ଶହୀଦ୍‌ ପରିବାର ପାଇଁ ସଂରକ୍ଷିତ ରହିବ ବୋଲି କ୍ଷେତ୍ରୀୟ ସଂଯୋଜକ ଅଜୟ ଗୋଏଲ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri