ଆର୍‌ଓସି ଆବେଦନ ଖାରଜ କଲେ ଏନ୍‌ସିଏଲ୍‌ଏଟି

ମୁମ୍ବାଇ,୭-୧: ଟାଟାସନ୍ସ-ମିସ୍ତ୍ରି କର୍ପୋରେଟ ମାମଲାରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ରାୟ ଶୁଣାଇଥିଲେ। ସାଇରସ ମିସ୍ତ୍ରୀଙ୍କୁ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ହଟାଇବା ବେଆଇନ ଥିଲା ବୋଲି ଟ୍ରିବ୍ୟୁନାଲ କହିଥିଲେ। ଏହା ସହ ମିସ୍ତ୍ରିଙ୍କୁ ପୁଣି ଥରେ ଟାଟାସନ୍ସ ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ କରିବାକୁ ଟ୍ରିବ୍ୟୁନାଲ କହିବା ସହ ଟାଟାସନ୍ସକୁ ଏକ ଘରୋଇ କମ୍ପାନୀ ଭାବେ ପରିବର୍ତ୍ତନକୁ ବେଆଇନ ବୋଲି ରାୟରେ କୁହାଯାଇଥିଲା। ଏହି ରାୟରେ ସଂଶୋଧନ କରିବାକୁ ରେଜିଷ୍ଟ୍ରାର ଅଫ୍‌ କମ୍ପାନୀଜ(ମୁମ୍ବାଇ) ପକ୍ଷରୁ ଏନ୍‌ସିଏଲ୍‌ଏଟିର ଆବେଦନ କରାଯାଇଥିଲା। ଏହି ଆବେଦନ ଉପରେ ଟ୍ରିବ୍ୟୁନାଲ ରାୟକୁ ସଂରକ୍ଷିତ ରଖିଥିଲେ। ସୋମବାର ଆସିଥିବା ରାୟରେ ଆର୍‌ଓସି ଆବେଦନକୁ ଖାରଜ କରାଯାଇଛି ଏବଂ ରାୟରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଟ୍ରିବ୍ୟୁନାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri