Posted inଜାତୀୟ

ଆର୍‌ଜେଡି ବିଧାୟକଙ୍କ ବିରୋଧରେ ଚାର୍ଜଶିଟ୍‌

ଆରା,୯ା୨(ପି.ଟି.): ନାବାଳିକା ବଳାତ୍କାର ମାମଲାରେ ଫେରାର ଥିବା ଆର୍‌ଜେଡି ବିଧାୟକ ଅରୁଣ ଯାଦବଙ୍କ ବିରୋଧରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ସନ୍ଦେଶ ବିଧାନସଭା ଆସନରୁ ପ୍ରତିନିଧିତ୍ୱ କରୁଥିବା ଯାଦବଙ୍କ ବିରୋଧରେ ମାନବ ଚାଲାଣ, ଯୌନ ନିର୍ଯାତନା ସମେତ ପୋକ୍ସୋ ଆଇନ ଏବଂ ଜୁଭେନାଇଲ ଜଷ୍ଟିସ୍‌ ଆକ୍ଟରେ ଚାର୍ଜଶିଟ୍‌ ହୋଇଛି। ୧୦ରେ ଅଦାଲତରେ ହାଜର ପାଇଁ ବ୍ୟବସ୍ଥା କରିବାକୁ ବିଧାନସଭା ବାଚସ୍ପତି ବିଜୟ କୁମାର ଚୌଧ୍‌ରୀଙ୍କୁ ନୋଟିସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?