ଆର୍‌ଟିଆଇ ସଂଶୋଧନକୁ ବିରୋଧ

ଫୁଲବାଣୀ ଅଫିସ, ୨୮।୭-କେନ୍ଦ୍ର ସରକାର ଆରଟିଆଇ ବିଲ୍‌ ସଂଶୋଧନ ଆଣି ଉଭୟ ସଦନରେ ପାରିତ କରିଛନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଆର୍‌ଟିଆଇ (ଜନ ସୂଚନା ଅଧିକାର) କର୍ମୀ କହିଛନ୍ତି। ଏହି କ୍ରମରେ ରବିବାର ଫୁଲବାଣୀର ସୂଚନା ଅଧିକାରୀ କର୍ମୀ ମଧ୍ୟ ନିଜର ଅସନ୍ତୋଷ ପ୍ରକାଶ କରି ବଜାର ପେଟ୍ରୋଲ ପମ୍ପ ସମ୍ମୁଖରେ ବ୍ୟାନର ଧରି ଆର୍‌ଟିଆଇ ସଂଶୋଧନକୁ ବିରୋଧ କରିଛନ୍ତି। ଜନ ସୂଚନା ଅଧିକାର ଆଇନର ସମ୍ବିଧାନ ସଂଶୋଧନ କେନ୍ଦ୍ର ସରକାରଙ୍କ ଏକଛତ୍ରବାଦୀ ଶାସନର ନମୂନା ା ସୂଚନା କମିଶନରଙ୍କୁ ନ୍ୟୁନ କରି ସରକାର ଆଇନକୁ ଦୁର୍ବଳ କରିବାର ଅପଚେଷ୍ଟାରୁ ନିବୃତ୍ତ ରହି ସୂଚନା ଅଧିକାରକୁ ଅଧିକ ସୁଦୃଢ଼ କଲେ ସମାଜର ମଙ୍ଗଳ ହେବ ା ଦୁର୍ନୀତିଗ୍ରସ୍ତ ଅଫିସର, କର୍ମଚାରୀ ଦଣ୍ଡିତ ହେବେ ଏବଂ ଏକ ଉତ୍ତରଦାୟୀ ସ୍ବଚ୍ଛ ପ୍ରଶାସନ ପ୍ରତିଷ୍ଠା ହୋଇପାରିବ ବୋଲି ଆର୍‌ଟିଆଇ କର୍ମୀ ଅଶୋକ ପରିଡା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri