ଆର୍‌ଟିଓ ଅଫିସରୁ ୪ ଦଲାଲ୍‌ ଗିରଫ

ଫୁଲବାଣୀ ଅଫିସ, ୨୯।୯ – ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ଡାକ୍ତରଖାନାରୁ ଦଲାଲାମାନଙ୍କୁ ହଟାଇବାକୁ ଜୋରଦାର ଧରପଗଡ ଚାଲିଛି। ଫୁଲବାଣୀ ଟାଉନ ଥାନା ପୋଲିସ ପକ୍ଷରୁ ଶନିବାର ସ୍ଥାନୀୟ ଆର୍‌ଟିଓ କାର୍ଯ୍ୟାଳୟରୁ ୪ ଜଣ ଦଲାଲ୍‌ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ନରେଶ କୁମାର ସାହୁ ସୂଚନା ଦେଇଛନ୍ତି। ସେମାନଙ୍କ ନାମରେ ନଂ.୧୩୮/୨୦୧୯ ମାମଲା ରୁଜୁ କରାଯାଇଛି। ତେବେ ଜିଲା ମୁଖ୍ୟ ଡାକ୍ତରଖାନା ଓ ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ମଧ୍ୟ ଦଲାଲଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି। ଡାକ୍ତରଖାନାରେ ସମସ୍ତ ସେବା ମାଗଣା ମିଳୁଥିବା ବେଳେ କିଛି ଦଲାଲ ରୋଗୀଙ୍କୁ ବେସରକାରୀ ପାଥୋଲାବ ଓ ମେଡିସିନ୍‌ ଦୋକାନରୁ ମେଡିସିନ ଆଣିବାକୁ ପ୍ରବର୍ତ୍ତାଇ ନେଉଛନ୍ତି। ସେମାନଙ୍କୁ ଡାକ୍ତରଖାନାର କିଛି ଅସାଧୁ କର୍ମଚାରୀ ମଧ୍ୟ ପ୍ରୋତ୍ସାହନ କରୁଛନ୍ତି। ତୁରନ୍ତ ଏଠାରେ ଚଢାଉ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri