ଆର୍‌ସିବିି ବିଜୟ ପରେ ମାତ୍ର ୩ଟି ଶବ୍ଦ କହିଲେ ଏବି ଡି ଭିଲିୟର୍ସ

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ (ଆରସିବି) ୧୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଛି। ଏହି ବିଜୟ ପରେ ଆରସିବି ଶୁକ୍ରବାର କ୍ୱାଲିଫାୟର-୨ରେ ରାଜସ୍ଥାନ ରୟାଲ୍ସକୁ ଭେଟିବ। ଏହି ମ୍ୟାଚ୍‌ରେ ଯିଏ ଜିତିବ, ସେ ଫାଇନାଲ୍‌କୁ ଟgିକେଟ୍‌ କାଟିବ। ଏହି ଟାଇଟଲ ମ୍ୟାଚ ରବିବାର ଦିନ ଖେଳାଯିବ।
ଏଲିମିନେଟରରେ ଆରସିବିର ବିଜୟ ପରେ ଦଳର ପୂର୍ବତନ ଖେଳାଳି ଏବି ଡି ଭିଲିୟର୍ସ ଏକ ଟୁଇଟ କରିଛନ୍ତି। ସେ ତାଙ୍କ ଟୁଇଟ୍‌ରେ କେବଳ ତିନୋଟି ଶବ୍ଦ ଆରସିବି, ଆରସିବି,ଆରସିବି ଲେଖିଛନ୍ତି।
ଆଇପିଏଲ ୨୦୨୦ ଏବଂ ୨୦୨୧ ସିଜିନ ଆରସିବି ପାଇଁ ଭଲ ଥିଲା। ଦଳ ପ୍ଲେ ଅଫ ରେ ପହଞ୍ଚିଥିଲା। ଏବି ଡି ଭିଲିୟର୍ସଙ୍କ ଦଳରେ ଥିଲେ ଥିଲେ। ତେବେ ଉଭୟ ସିଜିନ୍‌ରେ ଆରସିବି ସେ ଏଲିମିନେଟର ମ୍ୟାଚରେ ହାରି ଯାଇଥିଲା। କିନ୍ତୁ ଏଥର ଦଳ ଆଗକୁ ଯାଇ କ୍ୱାଲିଫାୟର ୨ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଡି ଭିଲିୟର୍ସ ଆରସିବିର ଏହି ବିଜୟ ପରେ ଖୁସି ଅଛନ୍ତି ଏବଂ ସେ ଟୁଇଟ୍‌ କରି ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri