ଆଲମଙ୍କଠାରୁ ଅଲଗା ହେଲେ ଶ୍ରଦ୍ଧା !

ବମ୍ବେ: ଟେଲି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ରିଆଲିଟି ଶୋ’ ‘ନଚ ବଲିୟେ’ରେ ପ୍ରେମିକ ଆଲମ ମକ୍କଡ଼ଙ୍କୁ ସମସ୍ତଙ୍କ ସହ ପରିଚିତ କରିଥିଲେ ଶ୍ରଦ୍ଧା। ସେତେବେଳେ ସେ ୯ ମାସ ଧରି ଉଭୟଙ୍କୁ ଡେଟ୍‌ କରି ଆସୁଥିବା କହିଥିଲେ। ଏବେ କିନ୍ତୁ ଉଭୟ ଅଲଗା ହୋଇଥିବା ନେଇ ଆଲୋଚନା ହେଉଛି। ଗୋଟିଏ ପଟେ ଶ୍ରଦ୍ଧା ଏ ନେଇ ମୁହଁ ଖୋଲୁ ନ ଥିବା ବେଳେ ଆଲମ କିନ୍ତୁ ଏହାକୁ ମିଥ୍ୟା ବୋଲି କହୁଛନ୍ତି।

ଆଲମ ପେସାରେ ଜଣେ ବ୍ୟବସାୟୀ। ସେହିଭଳି ଶ୍ରଦ୍ଧା ଏକତା କପୁରଙ୍କ ଶୋ’ ‘କୁଣ୍ଡଲୀ ଭାଗ୍ୟ’ର ମୁଖ୍ୟ ଅଭିନେତ୍ରୀ ଭୂମିକାରେ ନଜରକୁ ଆସୁଛନ୍ତି। ଟିଆର୍‌ପି ଲିଷ୍ଟରେ ଶୋ’ ପ୍ରଥମ ସ୍ଥାନରେ ରହୁଥିବା ବେଳେ ଶ୍ରଦ୍ଧାଙ୍କ ଅଭିନୟ ମଧ୍ୟ ମନ କିଣୁଛି।
ଶ୍ରଦ୍ଧା ପ୍ରେମିକ ଆଲମଙ୍କ ସହ ‘ନଚ ବଲିୟେ’ରେ ଭାଗ ନେଇଥିଲେ। ଗତ ବର୍ଷ ନଭେମ୍ବରରେ ଶୋ’ ବନ୍ଦ ହୋଇଥିଲା। ଏହାର ଦୁଇ ମାସ ନ ପୂରୁଣୁ ଶ୍ରଦ୍ଧା-ଆଲମଙ୍କ ବ୍ରେକ୍‌ଅପ୍‌ ହୋଇଥିବା କୁହାଯାଉଛି। ଆପୋସ ବୁଝାମଣାରେ ଉଭୟ ସମ୍ପର୍କ ଛିନ୍ନ କରିଛନ୍ତି। ହେଲେ ଉଭୟେ ବିବାହ କରିପାରନ୍ତି ବୋଲି କୁହାଯାଉଥିବା ବେଳେ ଏବେ ଏଭଳି ଖବର ପ୍ରଶଂସକଙ୍କୁ ଚମକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri