ଆଲୋଚନା ପରେ ବ୍ୟବସାୟୀଙ୍କ ଧାରଣା ପ୍ରତ୍ୟାହୃତ

ରାଇରଙ୍ଗପୁର, ୧୩।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ଦୈନିକ ପରିବା ମାର୍କେଟଠାରେ ମନମୁଖୀ ମହାସୁଲ ଆଦାୟକୁ କେନ୍ଦ୍ର କରି ଗତ ୩ ଦିନ ହେଲା ବ୍ୟବସାୟୀଙ୍କ ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ସେଥିଲାଗି ସ୍ଥାନୀୟବାସୀ ଗତ ଗୁରୁବାର ଠାରୁ ଶନିବାର ୩ଦିନ ପନିପରିବା ପାଇଁ ନାନା ହଇରାଣ ହୋଇଥିଲେ। ରବିବାର ରଜକୁ ଦୃଷ୍ଟିରେ ରଖି ସ୍ଥାନୀୟ ରାଇରଙ୍ଗପୁର ପୌର ପରିଷଦ ପ୍ରଶାସନ ତଥା ଉପଜିଲାପାଳ ଧର୍ମାନନ୍ଦ ବେହେରା, ତହସିଲଦାର ଯୋଗରଞ୍ଜନ ନାୟକ, ପୌର ପରିଷଦ ନିର୍ବାହୀ ଅଧିକାରୀ ଭାଗବତ ପ୍ରସାଦ ମହାପାତ୍ର ପ୍ରମୁଖ ଆନ୍ଦୋଳନକାରୀ ବ୍ୟବସାୟୀଙ୍କ ଦାବି ଉପରେ ଆଲୋଚନା କରିଥିଲେ। ଏହାପରେ ଏହି ଗଣଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri