ଆବଶ୍ୟକ ସାମଗ୍ରୀ-ସିଝା ଆଳୁ-୫ଟି, ବେସନ- ୧ କପ୍, କଞ୍ଚା ଲଙ୍କା- ୪ଟି (କଟା), ଛେଚା ହୋଇଥିବା ଅଦା- ୧ ଚାମଚ, ଚାଟ୍ ମସଲା- ୧ ଚାମଚ, ଲଙ୍କା ଗୁଣ୍ଡ- ଅଧା ଚାମଚ, ଜୁଆଣି- ୧ ଚାମଚ, ଛାଣିବା ପାଇଁ ତେଲ, ସ୍ବାଦ ଅନୁସାରେ ଲୁଣ।
ପ୍ରଣାଳୀ-ସିଝା ଆଳୁକୁ ପ୍ରଥମେ ଭଲଭାବେ ଚକଟି ଦିଅନ୍ତୁ। ସେଥିରେ ଅଦା, କଞ୍ଚା ଲଙ୍କା, ଲଙ୍କା ଗୁଣ୍ଡ, ଚାଟ୍ ମସଲା, ଧନିଆ ପତ୍ର ଓ ଲୁଣ ପକାଇ ଭଲଭାବେ ମିଶାନ୍ତୁ। ଏବେ ବେସନକୁ ଏକ ପାତ୍ରରେ ପକାଇ ଘୋଳ ପ୍ରସ୍ତୁତ କରନ୍ତୁ। ଘୋଳକୁ ବେଶି ପତଳା କରିବେ ନାହିଁ ଏବଂ ତାକୁ ୨୦ ମିନିଟ୍ ପର୍ଯ୍ୟନ୍ତ ରଖି ଦିଅନ୍ତୁ। ଏହାପରେ କଡ଼େଇରେ ତେଲ ଗରମ କରନ୍ତୁ। ଚକଟା ହୋଇଥିବା ଆଳୁକୁ ଛୋଟ ଛୋଟ ଗୋଲ କରି ତାକୁ ବେସନ ଘୋଳରେ ବୁଡାଇ ତେଲରେ ଛାଣି ନିଅନ୍ତୁ। ସମସ୍ତ ଆଳୁର ଗୁଳାକୁ ଏପରି ଛାଣି ଗରମ ଗରମ ଖାଆନ୍ତୁ। ଚଟଣି ସହିତ ଏହାକୁ ଖାଇଲେ ବହୁତ ଭଲ ଲାଗିବ।
Posted inଜୀବନଚର୍ଯ୍ୟା View All
ହାର୍ଟ ପାଇଁ ବିପଦ ଏସବୁ ଖାଦ୍ୟ
ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ ହୃଦ୍ଜନିତ ସମସ୍ୟା ଅନ୍ୟତମ। ତେବେ କେତେକ ଖାଦ୍ୟ ପ୍ରତି ସତର୍କ ରହିଲେ ଏଭଳି ସମସ୍ୟାଠାରୁ ଆପଣ…
ଆବେଲ ପୁରସ୍କାର-୨୦୨୬
ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍ସ ହେନରିକ…
ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ
କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…
ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…
ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍ ପଡ଼ିବ ଅଭାବ
ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…
ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା
ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…
ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….
ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…
ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ
ଶରୀର ପାଇଁ ବେଶ୍ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…
Archives

