ବ୍ରହ୍ମଗିରି,୩୧ା୧୨(ଡି.ଏନ୍.ଏ.):ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆଶାକର୍ମୀଙ୍କୁ ମୋବାଇଲ ଫୋନରେ କେହି ଦୁର୍ବୃତ୍ତ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ, ରେବଣା ନୂଆଗଁାଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟ କରୁଥିବା ଆଶାକର୍ମୀମାନଙ୍କ ଏକ ତାଲିମ ଶିବିର ପାଣ୍ଡାପୋଖରୀଠାରେ ଅନୁଷ୍ଠିତ ହୋଇଥିଲା। ତାଲିମ ପରେ ଆଶାକର୍ମୀମାନେ ସେଠାରେ ରାତ୍ରିଯାପନ କରିଥାନ୍ତି। କେହି ଦୁବୃର୍ର୍ତ୍ତ ଫୋନକରି ଗାଳିଗୁଲଜ କରୁଥିବା ନେଇ ଆଶାକର୍ମୀମାନେ ଥାନାର ଦ୍ୱାରସ୍ଥ ହୋଇଥିଲେ।
Posted inଆମ ଜିଲା ଖବର, ପୁରୀ View All
ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ
ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…
ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍; ଟ୍ରାଫିକ ଜାମ୍, ଲୋକେ ହଟହଟା
ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…
ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ
ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…
ତିନି ରଥରେ ଦର୍ଶନ ଦେଲେ ଶ୍ରୀଜୀଉ
କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…
ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ…
ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ
ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…
ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ
ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…
Archives

