Posted inଖେଳ

ଆଶେସ ଚତୁର୍ଥ ଟେଷ୍ଟ: ଲାବୁସ୍କାନ, ସ୍ମିଥ୍‌ଙ୍କ ଅର୍ଦ୍ଧଶତକ

ଓଲ୍ଡ ଟ୍ରାଫର୍ଡ,୫।୯- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିବସରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୪୪ ଓଭରରେ ୩ ଉଇକେଟ ହରାଇ ୧୭୦ ରନ ସଂଗ୍ରହ କରିଛି। ଇନ୍‌ଫର୍ମ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ୬୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଓ ଟ୍ରାଭିସ୍‌ ହେଡ ୧୮ ରନ କରି ଅପରାଜିତ ରହିଛନ୍ତି। ତାରକା ଓପନର ଡେଭିଡ ଓ୍ବାର୍ନର ଖାତା ଖୋଲିବା ପୂର୍ବରୁ ଷ୍ଟୁଆର୍ଟ ବ୍ରଡଙ୍କ ବଲ୍‌ ଉଇକେଟକିପର ଜନି ବେୟାରଷ୍ଟୋଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅନ୍ୟତମ ଓପନର ମାର୍କସ ହାରିସ୍‌ ୧୩ ରନ କରିଥିବା ବେଳେ ଏଲ୍‌ବିଡବ୍ଲ୍ୟୁ ହୋଇ ବ୍ରଡଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ମାର୍ନସ ଲାବୁସ୍କାନ ୬୭ ରନର ଅର୍ଦ୍ଧଶତକୀୟ ପାଳି ଖେଳି କ୍ରେଗ୍‌ ଓଭରଟନଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇ ପ୍ୟାଭିଲିୟନ ଫେରିଥିଲେ। ବର୍ଷା ଯୋଗୁ ପ୍ରଥମ ଦିନରେ ମାତ୍ର ୪୪ ଓଭର ଖେଳ ସମ୍ଭବ ହୋଇଥିଲା। ବୋଲିଂରେ ଇଂଲଣ୍ଡ ତରଫରୁ ବ୍ରଡ ୨ ଓ ଓଭରନଟନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଚଳିତ ଆଶେସ ୧-୧ ସମାନସ୍ତରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri