ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ: ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଲୋଇସିଂହା,୨୦।୩(ଡ.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିସ୍ଥିତ ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ ସହ ହଷ୍ଟେଲରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଶିକ୍ଷକ ଅଭାବରୁ ପାଠପଢା ବ୍ୟାଘାତ ହେଉଥିବା ଅଭିଯୋଗରେ ଛାତ୍ରୀଛାତ୍ର ଓ ଅଭିଭାବକ ପକ୍ଷରୁ ଗୁରୁବାର ତାଲା ବନ୍ଦ ଆନ୍ଦୋଳନ କରାଯାଇଛି। ସେମାନେ ସ୍କୁଲ ଗେଟ ସମ୍ମୁଖରେ ଧାରଣା ଦେଇଛନ୍ତି। ଫଳରେ ଶିକ୍ଷକମାନେ ସ୍କୁଲ ମଧ୍ୟକୁ ଯାଇ ନ ପାରି ବାହାରେ ଛିଡ଼ା ହୋଇ ରହିଥିବା ଦେଖାଯାଇଛି। ଉପରିସ୍ଥ ଅଧିକାରୀ ଘଟଣାସ୍ଥଳକୁ ନ ଆସିବା ପଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ ସୂଚନା ଦେଇଛନ୍ତି। ଘଟଣା ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଦିଆଯାଇଥିବା ସେମାନେ କହିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଥିବା ୨୬୮ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ହେଲେ ଶିକ୍ଷାଦାନ ପାଇଁ ୫ଜଣ ଶିକ୍ଷକ ନିୟୋଜିତ ଅଛନ୍ତି। ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri