Posted inଜାତୀୟ

ଆସନ୍ତା କାଲି ଶପଥ ନେଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ଗଣିତ ହୋଇଗଲା ଓଲଟ ପାଲଟ। ଫେଲ୍‌ ମାରିଲା ଭାଜପାର ଚାଣକ୍ୟ କୁହାଯାଉଥିବା ଅମିତ ଶାହଙ୍କ ପ୍ଲାନ୍‌। ଏବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବୁଧବାର ସେ ଶପଥ ଗ୍ରହଣ କରିପାରନ୍ତି। ତାଙ୍କ ସହ କଂଗ୍ରେସ ବିଧାୟକ ଦଳର ନେତା ବାଲାସାହେବ ଥୋରାଟ ଓ ଏନ୍‌ସିପି ନେତା ଜୟନ୍ତ ପାଟିଲ ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେଇ ପାରନ୍ତି ବୋଲି ଅଲୋଚନା ହେଉଛି। ତେବେ ସରକାର ଗଢିବାକୁ ଶିବସେନା, ଏନ୍‌ସିପି ଓ କଂଗ୍ରେସ ମଙ୍ଗଳବାର ସନ୍ଧ୍ୟା କିମ୍ବା ବୁଧବାର ସକାଳେ ରାଜ୍ୟପାଳଙ୍କୁ ଭେଟି ପାରନ୍ତି ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?