Posted inଜାତୀୟ

ମାଘି ଗଣେଶ ଉତ୍ସବ ପାଳନ କରିବ ନାହିଁ ଜିଏସ୍‌ବି ମଣ୍ଡଳ

ମୁମ୍ବାଇ,୨୬।୫: ମୁମ୍ବାଇର ଧନୀ ଗଣପତି ମଣ୍ଡପ ମଧ୍ୟରୁ ଅନ୍ୟତମ ଜିଏସ୍‌ବି ସର୍ବଜୈନିକ ଗଣେଶୋତ୍ସବ ସମିତି। ଆସନ୍ତା ବର୍ଷ ଫେବୃୟାରୀରେ ହେବାକୁ ଥିବା ଗଣେଶ ଚତୁର୍ଥୀ ଉତ୍ସବକୁ ଏହି ମଣ୍ଡପ ପାଳନ କରିବ ନାହିଁ ବୋଲି ମଙ୍ଗଳବାର ପ୍ରକାଶ କରିଛି। ଫେବୃୟାରୀ ୧୫, ୨୦୨୧ରେ ମାଘି ଗଣେଶ ଚତୁର୍ଥୀ ଆରମ୍ଭ ହେଉଥିଲା ବେଳେ କରୋନା ଭାଇରସ ସଂକ୍ରମଣକୁ ଦେଖି ଏହାକୁ ପାଳନ ନ କରିବାକୁ ସମିତି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଗଣେଶ ଚତୁର୍ଥୀ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଜିଏସ୍‌ବି ମଣ୍ଡଳର ଗଣେଶ ପୂଜା ଦେଖିବାକୁ ଆସିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା ।ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ ଥିବା…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

ଅନ୍ତିମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ୍‌ ଜିତିଲା ବାଂଲାଦେଶ

ଲକ୍ଷ୍ନୌ,୨୩ା୪: ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ଓ ପରେ ମୁସ୍ତାଫିଜୁର ରହମାନଙ୍କ ୫ ଉଇକେଟ ସଫଳତା ବଳରେ ବାଂଲାଦେଶ ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ଗୁରୁତର

ଝରିଗାଁ,୨୩।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ନୂଆଁଗୁଡ଼ା ଗ୍ରାମ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ଅଳିଆ ମୁକ୍ତ ହେବ ଦାରିଙ୍ଗବାଡି

ଦାରିଙ୍ଗବାଡି,୨୩।୪(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଅଳିଆ ମୁକ୍ତ କରିବାକୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ କ୍ଲିନ ଦାରିଙ୍ଗବାଡି ଗ୍ରୀନ୍‌ ଦାରିଙ୍ଗବାଡି ଅଭିଯାନ ଆରମ୍ଭ…

ସ୍ପିଡବୋଟ, ମାସ୍କ ଏବଂ ରାଇଫଲ… ହର୍ମୁଜରେ ଭୟଙ୍କର ଦୃଶ୍ୟ: ଦେଖନ୍ତୁ ଭାରତ ଅଭିମୁଖେ ଯାଉଥିବା ଜାହାଜକୁ ଅଟକାଇବାର ଛାତିଥରା ଭିଡିଓ

ତେହରାନ,୨୩।୪: ଇରାନର ରିଭୋଲ୍ୟୁସନାରୀ ଗାର୍ଡ ଏକ ଭିଡିଓ ଜାରି କରିଛି, ଯାହା ହର୍ମୁଜ ପ୍ରଣାଳୀରେ ଭାରତ ଅଭିମୁଖେ ଯାଉଥିବା ଜାହାଜଗୁଡ଼ିକୁ ଅଟକାଇବାର ଦୃଶ୍ୟ ପ୍ରଦାନ କରୁଛି। ଫୁଟେଜରେ,…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ 2026: ସନ୍ଧ୍ୟା ୫ଟା ସୁଦ୍ଧା ୯୦% ମତଦାନ

କୋଲକାତା,୨୩।୪: 2026 ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୁଣି ଥରେ ଦେଶର ଦୃଷ୍ଟି ଆକର୍ଷଣ କରିଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri