Posted inଖେଳ

ଆସନ୍ତାବର୍ଷ ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ

ଓ୍ବେଲିଂଟନ,୮।୬(ପି.ଟି.)- ଆସନ୍ତାବର୍ଷ ପ୍ରାରମ୍ଭରେ ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଗସ୍ତ କରିବ। ଏହି ଗସ୍ତରେ ଭାରତ ପ୍ରଥମେ ଏକ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବ ଓ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳି ଗସ୍ତ ଶେଷ କରିବ। ଟି୨୦ ସିରିଜ ଜାନୁୟାରୀ ୨୪ରୁ ଆରମ୍ଭ ହେବ। ଟି୨୦ ସିରିଜ ପରେ ଭାରତ ଓ ନ୍ୟୁଜିଲାଣ୍ଡ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବେ। ସେହିପରି ଫେବୃୟାରୀ ୨୧ରୁ ୨୫ ତାରିଖରେ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଓ୍ବେଲିଂଟନରେ ଖେଳାଯିବ। ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖ୍ରୀଷ୍ଟଚର୍ଚ୍ଚରେ ଫେବୃୟାରୀ ୨୯ରୁ ମାର୍ଚ୍ଚ ୪ ତାରିଖ ମଧ୍ୟରେ ଖେଳାଯିବ। ଭାରତର ଏହି ଗସ୍ତ ପୂର୍ବରୁ ନ୍ୟୁଜିଲାଣ୍ଡ ଇଂଲଣ୍ଡ ବିପକ୍ଷରେ ୫ଟି ଟି୨୦ ଓ ଦୁଇଟି ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ନ୍ୟୁଜିଲାଣ୍ଡ ଘରୋଇ ଅଷ୍ଟ୍ରେଲିଆ ବିପକ୍ଷରେ ଡିସେମ୍ବର ୧୨ରୁ ଜାନୁୟାରୀ ୭ ତାରିଖ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ପୁଣି ଭାରତ ସିରିଜ ପରେ ନ୍ୟୁଜିଲାଣ୍ଡ ପୁଣି ଅଷ୍ଟ୍ରେଲିଆ ଗସ୍ତ କରି ମାର୍ଚ୍ଚ ୧୩ରୁ ୨୦ ତାରିଖ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏହାପରେ ମାର୍ଚ୍ଚ ୨୪ରୁ ୨୯ ତାରିଖ ମଧ୍ୟରେ ନ୍ୟୁଜିଲାଣ୍ଡ ଆଉ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

ସର୍ଟଲିଷ୍ଟ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ନାମ! ଟିମ ଇଣ୍ଡିଆ ପାଇଁ କରିପାରନ୍ତି ଡେବ୍ୟୁ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନ ଚହଳ ସୃଷ୍ଟି କରୁଥିବା ବିସ୍ଫୋରକ ଯୁବ ଓପନର ବୈଭବ ସୂର୍ଯ୍ୟବଂଶୀ ଗତ ବର୍ଷେ ଧରି କ୍ରିକେଟ ଜଗତରେ ଝଡ଼ ସୃଷ୍ଟି…

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri