Posted inଜାତୀୟ

ଆସାମର ୨ ଜିଲାରେ ବୋମା ବିସ୍ଫୋରଣ

ଗୁଆହାଟୀ,୨୬।୧: ସାଧାରଣତନ୍ତ୍ର ଦିବସରେ ଆସାମର ୨ ଜିଲାରେ ୩ଟି ବୋମା ବିସ୍ଫୋରଣ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ ଏବଂ ଚରାଇଦେବ ଜିଲାରେ ରବିବାର ସକାଳେ ବୋମା ବିସ୍ଫୋରଣ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମେ ଦିବ୍ରୁଗଡ଼ ଜିଲାରେ ୨ଟି ବୋମା ବିସ୍ଫୋରଣ ହୋଇଥିଲା। ଦିବ୍ରୁଗଡ଼ର ଗ୍ରାହାମ ବଜାରର ଜାତୀୟ ରାଜପଥ ୩୭ ନିକଟରେ ଥିବା ଏକ ଦୋକାନ ଘରେ ଏବଂ ଗୁରୁଦ୍ୱାରା ପାଖରେ ବୋମା ବିସ୍ଫୋରଣ ହୋଇଛି। ଏହାର କିଛି ସମୟ ପରେ ଚରାଇଦେବ ଜିଲାର ସୋନାରୀ ଅଞ୍ଚଳରେ ବୋମା ବିସ୍ଫୋରଣ ହୋଇଥିବା ପ୍ରଶାସନ କହିଛି। ଏନେଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ତଥା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri