ଆସାମରେ ଏନ୍‌ଆର୍‌ସି ପରେ ୨ ମାସରେ ଘର ବାହୁଡ଼ିଛନ୍ତି ୪୪୫ ବାଂଲାଦେଶୀ

ଢ଼ାକା,୩।୧: ଆସାମରେ ଜାତୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ପ୍ରକାଶ ପାଇବା ପରେ ଗତ ୨ ମାସ ମଧ୍ୟରେ ୪୪୫ ବାଂଲାଦେଶୀ ଘର ବାହୁଡ଼ିଛନ୍ତି। ଏନେଇ ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଭାରତ-ବାଂଲାଦେଶ ସୀମାରେ ୩ଶହ ଲୋକଙ୍କୁ ଗିରଫ କରାଯାଇଥିଲା। ସେମାନେ ଭାରତକୁ ବ୍ୟବସାୟ ଉଦ୍ଦେଶ୍ୟରେ ଯାଇଥିବା କହିଥିଲେ ମଧ୍ୟ ସେମାନଙ୍କ ପାଖରେ କୌଣସି ବୈଧ ପ୍ରମାଣ ପତ୍ର ନ ଥିବା ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ମେଜର ଜେନେରାଲ ଶଫିନୁଲ୍‌ ଇସଲାମ୍‌ ସୂଚନା ଦେଇଛନ୍ତି। ଅଟକଥିବା ବାଂଲାଦେଶୀଙ୍କ ମଧ୍ୟରେ ପୁରୁଷ, ମହିଳା ଏବଂ ଶିଶୁ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri