Posted inଜାତୀୟ

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ଗଲାଣି ୫୦ ଜଣଙ୍କ ଜୀବନ

ଗୁଆହାଟି,୭ା୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଏଥିଯୋଗୁ ୫୦ ଜଣଙ୍କ ଜୀବନ ଗଲାଣି ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି। ଜୁଲାଇ ୫ ତାରିଖ ସୁଦ୍ଧା ମୋଟ ୧୯୦ ଏଭଳି ମାମଲା ହସ୍ତଗତ ହୋଇଥିବା ସେ କହିଛନ୍ତି। କୋକ୍ରାଝର ଜିଲାକୁ ଛାଡ଼ିଦେଲେ ବାକି ସମସ୍ତ ଜିଲାରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ରାଜ୍ୟରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟ କରି ଡାକ୍ତରଙ୍କ ଛୁଟି ରଦ୍ଦ କରିଦେଇଛନ୍ତି ରାଜ୍ୟ ସରକାର। ରୋଗୀଙ୍କୁ ଯେପରି ଚିକିତ୍ସାରେ ହେଳା sକରା ନ ଯାଏ ସେନେଇ ପଦକ୍ଷେପ ନିଆଯାଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ପଶ୍ଚିମବଙ୍ଗ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

କୋଲକାତା,୧।୬: ସୋମବାର ପଶ୍ଚିମବଙ୍ଗରେ ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ଶୁଭେନ୍ଦୁଙ୍କ ଦଳରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ନେଇଥିଲେ। ଏଠାରେ ଉଲ୍ଲେଖନୀୟ ଯେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri