ଆସିକା ଏନ୍‌ଏସିରେ ଜବରଦଖଲ ଉଚ୍ଛେଦ

ଆସିକା, ୧୩।୨ (ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଏନଏସିର ବସ୍‌ଷ୍ଟାଣ୍ଡକୁ ଲାଗିଥିବା ରାସ୍ତା ବିନାୟକ ବଜାର, ଲକ୍ଷ୍ମୀ ବଜାର ଅଞ୍ଚଳରେ ଗୁରୁବାର ସକାଳୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଜନଗହଳି ପୂର୍ଣ୍ଣ ଏହି ବଜାର ଅଞ୍ଚଳରେ ସର୍ବଦା ଲାଗି ରହିଥିବା ଟ୍ରାଫିକ୍‌ ସମସ୍ୟାର ସମାଧାନ ସାଙ୍ଗକୁ ସହରାଞ୍ଚଳର ସୌନ୍ଦର୍ଯ୍ୟକରଣ ନିମନ୍ତେ ଏନଏସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା, ପୋଲିସ ଏସଡିପିଓ ସୂର୍ଯ୍ୟମଣୀ ପ୍ରଧାନ, ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ ସଶସ୍ତ୍ର ପୋଲିସ ଉପସ୍ଥିତିରେ ଜବରଦଖଲ କୋଠାବାଡିକୁ ମେସିନ ଲଗାଇ ଉଚ୍ଛେଦ କରୁଥିବା ଦେଖାଯାଇଛି। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍‌ ଭାବେ ଆସିକା ତହସିଲଦାରସଦାନନ୍ଦ ସେଠୀ ମଧ୍ୟ ଉଚ୍ଛେଦ ସ୍ଥାନରେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ ଏହି ବିଜ୍ଞପ୍ତି ଜାରି…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭।୫: ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ହୋଇଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri