ଆସିପାରେ ‘ତନୁ ଓ୍ବେଡସ୍‌ ମନୁ’ର ତୃତୀୟ ଭାଗ

ମୁମ୍ବାଇ: ବଲିଉଡ୍‌ ମୁଭି ‘ତନୁ ଓ୍ବେଡସ୍‌ ମନୁ’ର ଜବରଦସ୍ତ ରେସ୍‌ପନ୍ସ ପରେ ଏହାର ଦ୍ୱିତୀୟ ଭାଗ ଦେଖିବାକୁ ମିଳିଥିଲା। ଏବେ ଏହି ହିଟ୍‌ ଫିଲ୍ମର ତୃତୀୟ ଭାଗ ଆସନ୍ତା ବର୍ଷ ପରଦାକୁ ଆସିପାରେ ବୋଲି ଆଲୋଚନା ହେଉଛି। ନିର୍ଦ୍ଦେଶକ ଆନନ୍ଦ ଏଲ୍‌ ରୟ ଏବେ ପ୍ରାୟ ୪ଟି ଫିଲ୍ମ ପାଇଁ ବ୍ୟସ୍ତ ଥିବା ବେଳେ ସେଥିମଧ୍ୟରୁ ଗୋଟିଏ ‘ତନୁ ଓ୍ବେଡସ୍‌ ମନୁ’ର ତୃତୀୟ ଭାଗ ବୋଲି ଶୁଣିବାକୁ ମିଳିଛି। ଏଥିରେ କଙ୍ଗନା ରାନାଓ୍ବତଙ୍କୁ ମୁଖ୍ୟ ଚରିତ୍ରରେ ଦେଖିବାକୁ ମିଳିବ ବୋଲି କୁହାଯାଉଛି। ତେବେ କଙ୍ଗନାଙ୍କ ସହ ଜିମି ଶେରଗିଲ ଓ ମାଧବନ ମଧ୍ୟ ନଜର ଆସିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri