ଆସିମଙ୍କୁ ମନେ ପକାଇ ହିମାଂଶୀଙ୍କ ଭାବବିହ୍ବଳ ପୋଷ୍ଟ

ବମ୍ବେ: ବିଗ୍‌ବସ୍‌ର ନୂଆ ଲର୍ଭବର୍ଡ ଆସିମ-ହିମାଂଶୀକୁ ନେଇ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା। ଗୋଟିଏ ପଟେ ଆସିମଙ୍କ ପରିବାର ହିମାଂଶୀକୁ ପସନ୍ଦ କରୁନାହାନ୍ତି ତ ଅନ୍ୟପକ୍ଷେ ପ୍ରଶଂସକମାନେ ମଧ୍ୟ ତାଙ୍କ ଉପରେ ଏକରକମ ଖପ୍ପା। ହେଲେ ଏସବୁ ଭିତରେ ଆସିମଙ୍କୁ ମନେ ପକାଉଛନ୍ତି ହିମାଂଶୀ। ନିଜ ସୋସିଆଲ ପୃଷ୍ଠାରେ ଏକ ଫଟୋ ଶେୟାର କରି ହିମାଂଶୀ କହିଛନ୍ତି, ବିଗ୍‌ ବସ୍‌ ଘରୁ ବାହାରିବା ଉଚିତ ନୁହେଁ। କାରଣ ବାହାର ଦୁନିଆରେ ବେଶି ନେଗେଟିଭିଟି ଭରି ରହିଛି। ହେଲେ ଘର ଭିତରେ ଏସବୁର କିଛି ଫରକ ପଡ଼ି ନ ଥାଏ।
Now i wish ki Bigg Boss se bahar nahi ana chaiye so much of negativity outside waha kisi fikr nahi pic.twitter.com/iTFwsuq9OB

ପ୍ରଥମେ ଶେହନାଜଙ୍କ ସହ ବିବାଦକୁ ନେଇ ଚର୍ଚ୍ଚା ଓ ପରେ ବିଗ୍‌ବସରୁ ହିମାଂଶୀକୁ ଆମନ୍ତ୍ରଣ ମିଳିଥିଲା। ସେତେବେଳେ ତାଙ୍କ ନିର୍ବନ୍ଧ ସରିଥିଲା। ହେଲେ ବିଗ୍‌ବସ ଘରେ ଆସିମଙ୍କ ସହ ତାଙ୍କ ନାମକୁ ଯୋଡ଼ା ଯାଇଥିଲା। ପରେ ଶୋ’ରୁ ବାହାର ହେବା ପରେ ହିମାଂଶୀଙ୍କ ନିର୍ବନ୍ଧ ଭାଙ୍ଗି ଯାଇଛି। ଏପରିକି ନିକଟରେ ପୁଣିଥରେ ଆସିମଙ୍କୁ ସମର୍ଥନ କରିବାକୁ ହିମାଂଶୀ ବିଗ୍‌ବସ୍‌କୁ ଯାଇଥିଲେ। ସେଠାରେ ଉଭୟଙ୍କର କିଛି ଖଟାମିଠା ମୁହୂର୍ତ୍ତ ଦେଖିବାକୁ ମିଳିଥିଲା। ସେଠାରେ ଉଭୟ ଉଭୟଙ୍କୁ ପ୍ରେମ କରୁଥିବା ସ୍ବିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri